Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ନିଆଁରେ ପୋଡି ହୋଇ ସ୍ୱାମୀ ଓ ସ୍ତ୍ରୀ ଗୁରୁତର

18/06/2018 at 11:09 PM

ଧରାକୋଟ ଥାନା କଇରାପଲ୍ଲୀ ଗାଆଁ ରେ ଅଘଟଣ। ନିଆଁରେ ପୋଡି ହୋଇ ସ୍ୱାମୀ ଓ ସ୍ତ୍ରୀ ଗୁରୁତର । ଗୁରୁତର ଅବସ୍ଥାରେ ଉଭୟଙ୍କୁ ବ୍ରହ୍ମପୁର ଏମ୍କେସିଜିରେ ଭର୍ତ୍ତି । ଘରୋଇ କଳହକୁ କେନ୍ଦ୍ର କରି ସ୍ୱାମୀ-ସ୍ତ୍ରୀ ମଧ୍ୟରେ ହୋଇଥିଲା ଗଣ୍ଡଗୋଳ। ସ୍ତ୍ରୀ ଅଞ୍ଜଳି ନାୟକଙ୍କ ଉପରେ କିରୋସିନି ଢାଳି ନିଆଁ ଲଗାଇଥିଲା ସ୍ୱାମୀ ରୋହିତ ନାୟକ। ସ୍ତ୍ରୀ ଶରୀରରେ ନିଆଁ ଲାଗି ଜଳିବା ଅବସ୍ଥାରେ ସ୍ୱାମୀଙ୍କୁ ଧରିଥିଲା। ଫଳରେ ସ୍ୱାମୀ ଶରୀରରେ ମଧ୍ୟ ନିଆଁ ଲାଗିଥିଲା। ଉଭୟ ସ୍ୱାମୀ-ସ୍ତ୍ରୀ ଗୁରୁତର ଅଛନ୍ତି। ପ୍ରଥମେ ଧରାକୋଟ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରିବା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

   Related Posts