Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ନିରଞ୍ଜନ ପଟ୍ଟନାୟକ ରହିବେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି, ଏଆଇସିସିର ବିଜ୍ଞପ୍ତି

26/08/2019 at 8:00 PM

ଭୁବନେଶ୍ୱର – ନିରଞ୍ଜନ ପଟ୍ଟନାୟକ ଓଡିଶା ପ୍ରଦେଶ କଂଗ୍ରେସର ସଭାପତି ରହିବେ । ଏ ନେଇ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । କଂଗ୍ରେସ ଅଧ୍ୟକ୍ଷା ବିଧାନସଭା ନିର୍ବାଚନ ଓ ଲୋକ ସଭା ନିର୍ବାଚନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ନିଯୁକ୍ତି ପାଇଥିବା ସମସ୍ତ ପଦାଧିକାରୀ ଓ କମିଟିକୁ ଭାଙ୍ଗି ଦେଇଛନ୍ତି ।

ମାତ୍ର କାର୍ଯ୍ୟକାରୀ ସଭାପତିଙ୍କୁ ପରିବର୍ତ୍ତନ କରାଯାଇ ନଥିବା ଏହି ବିଜ୍ଞପ୍ତରେ ଉଲ୍ଲେଖ କରାଯାଇଛି ।

   Related Posts