Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||

ନିଶା ନିବାରଣ ଲାଗି ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ସରପଞ୍ଚ ଶୁକ୍ରୁ କୁଜୁରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

27/06/2018 at 10:02 PM

ନିଶା ନିବାରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ପାଇଁ ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଲରିଆପାଲି ସରପଞ୍ଚ ଶୁକ୍ରୁ କୁଜୁର ମଙ୍ଗଳବାର ରାଷ୍ଟ୍ରପତିଙ୍କ ଠାରୁ ପୁରଷ୍କୃତ ହେବା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ସଚିବାଳୟରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶିଭେଛ୍ଛା ଜଣାଇଛନ୍ତି । କୁଜ୍ଜୁର ଆର୍ଟ ଅଫ ଲଭିଙ୍ଗ ଓଡିଶା ସହଯୋଗରେ ନିଜ ପଞ୍ଚାୟତରେ ନିଶାନିବାରଣ ସଚେତନତା କରି ନିଶାମୁକ୍ତ ପଞ୍ଚାୟତ କରିଛନ୍ତି । ସେଥିଲାଗି ସେ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି ।

   Related Posts