Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚମକିଲେ ଆୟର-ତ୍ରିପାଠୀ, ଏମଆଇକୁ ୭ ଓ୍ବିକେଟ୍‌ରେ ମାତ୍‌ ଦେଲା କେକେଆର
  • ||
  • ଭୁବନେଶ୍ବର : ଜଳଦ କୁମାର ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର, ନିଯୁକ୍ତିକୁ ଅନୁମୋଦନ କଲେ ରାଜ୍ୟପାଳ
  • ||
  • ମୋରଡା : ବନ୍ୟା ପ୍ରଭାବିତ ଗାଁ ବୁଲିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ମୃତକଙ୍କ ପରିବାରକୁ ପ୍ରଦାନ କଲେ ଆର୍ଥିକ ସହାୟତା
  • ||
  • ଝାରସୁଗୁଡା : ନକଲି ମାଓବାଦୀ ଗିରଫ, କମ୍ପାନୀର ସାଇଟ୍ ଇନଚାର୍ଜଙ୍କୁ ମାଗୁଥିଲା ଟଙ୍କା
  • ||
  • ଖଲ୍ଲିକୋଟ : ବିଦ୍ୟୁତ ଆଘାତ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭୁବନେଶ୍ବର : ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା
  • ||
  • ପୁରୀ : ସରକାରୀ ଗାଡିରୁ ଧଳା ଜହର ଜବତ, ୪୦ଗ୍ରାମ୍ ବ୍ରାଉନସୁଗାର ସହ ୩ ଅଭିଯୁକ୍ତ ଗିରଫ
  • ||
  • କଳାହାଣ୍ଡି : କର୍ଲାପାଟ ବକ୍ସାଇଟ୍ ଖଣିର ନିଲାମ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • ସମ୍ବଲପୁର : ବେଆଇନ ଭାବେ ବନ୍ଧୁକ ତିଆରି ଓ ବିକ୍ରି : ଦମ୍ପତ୍ତିଙ୍କ ସମେତ ୫ ଗିରଫ, ୪ଟି ଦେଶୀ ବନ୍ଧୁକ ଜବତ
  • ||
  • ବୌଦ୍ଧ : ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||

ପରିଣତ ବୟସରେ ବାପା ମାଆକୁ ପର କରିଦେଲା ପୁଅ

9/05/2018 at 9:46 PM

ପରିଣତ ବୟସରେ ବାପା ମାଆକୁ ପର କରିଦେଲା ପୁଅ। ଖାଇବା ପିଇବା ତ ଦୂରର କଥା ଅକଥୀନିୟ ଯନ୍ତ୍ରଣା ଦେଇ ଘରୁ ଵାହାର କରିଦେଲା ପୁଅ। ନିରୁପାୟ ଵାପା ମା ଏଵେ ପୋଲିସ ର ଦ୍ଵାରସ୍ତ। ଘଟଣା ଘଟିଛି କୋରାପୁଟ ଜିଲ୍ଲା କୋଟପାଡ ବ୍ଳକର କୁସୁମଗୁଡା ଗାଁ ରେ।ଵାଉଁଶ ଗଛ କଟା କୁ ନେଇ ସୋନୁ ହଳ ଓ ତାଙ୍କ ସ୍ତ୍ରୀ ଲଛମା ହଳଙ୍କ ପୁଅ ସହ କିଛି ଦିନ ହେଲା ଵିଵାଦ ଲାଗି ରହିଛି।ପୁଅକୁ ନକହି ବାପା ବାଉଁଶ ଗଛଟିଏ କାଟି ଦେଇ ଥିଵାରୁ ଶେଷରେ କଥା ଏତେ ଦୂର ବଢିଛି।କୋଟପାଡ ଥାନାରେର ଵୄଦ୍ଧ ପିତା ମାତା ମାମଲା ଦାୟର କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave a Reply

   Related Posts