Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ପିଟିଲେ ହେଡମାଷ୍ଟର, ୩ ଛାତ୍ରୀ ଆହତ, ୨ ଛାତ୍ରୀ ଅଚେତ, ବାଲିଗୁଡା ଡାକ୍ତରଖାନାରେ ଭର୍ତ୍ତି

4/08/2018 at 1:53 AM

ଝାଡୁ ନ ମାରିବାରୁ ପିଟିଲେ ହେଡମାଷ୍ଟର। ହେଡ୍ ମାଷ୍ଟରଙ୍କ ମାଡରେ ୩ ଛାତ୍ରୀ ଆହତ ହୋଇଥିବା ବଳେ ଅନ୍ୟ ୨ ଜଣ ଛାତ୍ରୀ ମାଡ ଦେଖି ଅଚେତ୍ ହୋଇପଡିଥିଲେ। ଆହତ ଛାତ୍ରୀ ମାନଙ୍କୁ ବାଲିଗୁଡା ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲିଗୁଡା ନିକଟବର୍ତ୍ତି ମାହାସିଙ୍ଗ ନୋଡାଲ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ।

   Related Posts