Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ପୁଣି ଲଜ୍ଜା, ୯ବର୍ଷର ନାବାଳିକା ସହ ଦୁଷ୍କର୍ମ ଉଦ୍ୟମ ଫେଲ୍ ମାରିବା ପରେ ହତ୍ୟା ଉଦ୍ୟମ

13/06/2018 at 11:32 PM

ଯାଜପୁର ମଙ୍ଗଳପୁର ଥାନା ଅଞ୍ଚଳରେ ଜଣେ ୯ବର୍ଷର ନାବାଳିକା ସହ ଦୁଷ୍କର୍ମ ଉଦ୍ୟମ ଫେଲ୍ ମାରିବା ପରେ ଝିଅଟିର ଜୀବନ ନେବାକୁ ଚେଷ୍ଟା। ଅଭିଯୁକ୍ତ ମଧ୍ୟ ଜଣେ ସେହି ଅଞ୍ଚଳର ନାବାଳକ। ପିଡିତାଙ୍କୁ ଉଦ୍ଧାର ପରେ ପରିବାର ଲୋକେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

   Related Posts