Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||
  • ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ
  • ||
  • ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ
  • ||
  • ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ
  • ||
  • ସମସ୍ତ ଆହାର କେନ୍ଦ୍ର ଖୋଲାରହିବ
  • ||
  • ପାର୍କ, ମଲ୍, ସମୁଦ୍ର କୂଳ ଖୋଲିବ
  • ||

ପୁରୁଷୋତ୍ତମପୁର ବ୍ଳକ୍ ବାଣନଈ ଗ୍ରାମରେ ପାଣି ପାଇଁ ଲୋକେ ହାହାକାର

22/05/2018 at 10:30 PM

ଗ୍ରୀଷ୍ମ ଋତୁର ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଟାଇଁ ଟାଇଁ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଗୋଟିଏ ପଟେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନ୍ୟପଟେ ପାଣି ସମାସ୍ୟା ଏବେ ଗ୍ରାମବାସୀଙ୍କ ଚିନ୍ତାକୁ ଦ୍ବିଗୁଣିତ କରିଦେଇଛି। ପାଇପ୍ ଅଛି, ପାଣି ଟ୍ୟାଙ୍କି ବି ଅଛି। ହେଲେ ଗ୍ରାମବାସୀଙ୍କୁ ମିଳୁନି ପାଣି। କୂଅଁ, ପୋଖରୀ ଶୁଖି ଆଁ ହେଲାଣି। ପାଣି ମୁନ୍ଦିଏ ପାଇଁ ଡହଳ ବିକଳ ହେଉଛନ୍ତି ଗ୍ରାମବାସୀ। ଏଭଳି ସମାସ୍ୟା ଦେଖାଦେଇଛି ପୁରୁଷୋତ୍ତମପୁର ବ୍ଳକ୍ ବାଣନଈ ଗ୍ରାମରେ।

Leave a Reply

   Related Posts