Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ, ପୁରସ୍କୃତ ହେବେ ଶ୍ରେଷ୍ଠ-୧୪ ପ୍ରତିଭାଦୀପ୍ତ ମହିଳା
  • ||
  • ଆଜି ସନ୍ଧ୍ୟାରେ ନ୍ୟୁଜ୍ ସେଭେନ୍ ସର୍ଟଫିଲ୍ମ କଣ୍ଟେଷ୍ଟ୍ ‘ସୋ-କେଶ୍ ୨୦୨୦’ର ପୁରସ୍କାର ବିତରଣୀ, ୧୨ଟି ବର୍ଗରେ ରହିଛି ପୁରସ୍କାର
  • ||
  • ଇଂଲଣ୍ଡ ବ୍ୟାଟିଂରେ ଭନ୍ ନିରାଶ, କହିଲେ- ‘ପିଚ୍ ଭଲ ଥିଲା କିନ୍ତୁ ଖେଳି ପାରିଲେ ନାହିଁ’
  • ||
  • ସୁନ୍ଦରଗଡ଼ : ନଦୀ ପଠାରେ ପଡିଛି ଶରୀରର ବିଭିନ୍ନ କଟା ଅଂଶ, ହତ୍ୟା ପରେ ଫିଙ୍ଗାଯାଇଛି !
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||

ପୋଖରିରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

28/05/2018 at 10:40 PM

ପୋଖରିରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ। ଖୋର୍ଦ୍ଧା ନିକଟସ୍ଥ ଓରମି ଗାଁରେ ଅଘଟଣ। ଗାଧୋଉଥିବା ବେଳେ ବୁଡିଗଲେ ଦୁଇ ଭଉଣୀ। ମାମୁଁ ଘରକୁ ବୁଲିବାକୁ ଆସିଥିଲେ ଦୁଇ ଭଉଣୀ, ସେମାନଙ୍କ ନିଜ ଘର ଖୋର୍ଦ୍ଧା ଜିଲ୍ଲା ସୋରଣରେ। ମୃତକ ଦୁଇ ଭଉଣୀ ହଲେ ଲୋପାମୁଦ୍ରା ଜେନା (୧୪ ବର୍ଷ) ଓ ରୋଶନି ଜେନା (୧୦ ବର୍ଷ)।

Leave a Reply

   Related Posts