Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ପ୍ରତିଶୃତି ଦେଇ ଭୁଲିଗଲା ପ୍ରଶାସନ,ଏବେ ବି ଶାନ୍ତିମଣି ଦିନ ମଜୁରିଆ

20/06/2018 at 10:02 PM

ପ୍ରତିଶୃତି ଦେଇ ଭୁଲିଗଲା କୋରାପୁଟ ଜିଲ୍ଲା ପ୍ରଶାସନ।ଫଳରେ ନିରୁପାୟ ଜୟପୁର ମହିଳା ମହାବିଦ୍ୟାଳୟ ଛାତ୍ର ସଂସଦ ଉପ ସଭାନେତ୍ରୀ ଏବେ ବି ସାଜିଛନ୍ତି ଦିନ ମଜୁରିଆ।ପାଠ ପଢିବା ସହ ଘର ଚଳାଇବାକୁ ଶାନ୍ତିମଣିଙ୍କ ହାତରେ କେତେ ବେଳେ କଲମ ତ ଆଉ କେତେ ବେଳ କୋଦାଳ ଏହି ଖବର ନ୍ୟୁଜ୭ରେ ପ୍ରସାରଣ ହେବା ପରେ ସହାୟତାର ହାତ ବଢାଇଥିଲା କୋରାପୁଟ ଜିଲ୍ଲା ପ୍ରଶାସନ।ଆବାସ ଯୋଯନାରେ ଘରଠାରୁ ଆରମ୍ଭ କରି ଚାକରୀ ପାଇଁ କାଉନସେଲିଂ ଓ ଆର୍ଥିକ ସହାୟତା ହେବାକୁ ପ୍ରତିଶୃତି ଦେଇଥିଲେ ବି ପ୍ରତିଶୃତି ପୂରଣ କରିବାରେ ଫେଲ ମାରିଛି ପ୍ରଶାସନ।

   Related Posts