Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ
  • ||
  • କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ
  • ||
  • ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ର ମୃତ ! ନର୍ସ ଓ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାପା
  • ||
  • ଓଲଟି ପଡିଲା ପ୍ରିନ୍ସ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ୪୬ ଯାତ୍ରୀ
  • ||
  • ଷ୍ଟିୟରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ଓଲଟି ପଡିଲା ଟ୍ରକ, ୬ ଶ୍ରମିକ ମୃତ
  • ||

ବଜ୍ରପାତରେ ୨ଶିଶୁଙ୍କ ମୃତ୍ୟୁ

21/05/2018 at 10:39 AM

ବଲାଙ୍ଗିର ବେଲପଡା ଉଡିଙ୍ଗ ଗାଁରେ ଅଘଟଣ । ବଜ୍ରପାତରେ ୨ଶିଶୁଙ୍କ ମୃତ୍ୟୁ । ମୃତ ଶିଶୁମାନେ ହେଲେ ୧୦ବର୍ଷର ପୂର୍ଣ୍ଣନନ୍ଦ ଭୁଏ ଓ ୧୩ ବର୍ଷର ଈଶ୍ବର ଭୁଏ । ଘର ବାହାରେ ଖେଳୁଥିବା ବେଳେ ବଜ୍ରପାତରେ ସେମାନଙ୍କର ମୃତ୍ୟୁ ହେ।ଇଥିବା ଜଣାପଡିଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶେ।କର ଛାୟା ଖେଳିଯାଇଛି । ସେପଟେ ନୂଆପଡାରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି ଦୁଖୁ ପୁଞ୍ଜି । ଏବଂ ଗୁରୁତର ଦୁଖୁଙ୍କ ପୁଅ ବିକାଶ ପୁଞ୍ଚି । ତାଙ୍କୁ ଗୁରୁତର ଅବସ୍ଥାରେ ଖଡିଆଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେହପରି ରାଉରକେଲା କୁଆଁରମୁଣ୍ଡା ଛୋଟତାଳଚେରିଆ ଗାଁରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବାସନ୍ତୀ ଓରାମ ।

Leave a Reply

   Related Posts