Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବଜ୍ରପାତ ନେଇ ମିଳିବ ଆଗୁଆ ସୂଚନା

13/06/2018 at 11:53 PM

ସ୍ମାର୍ଟ ଫୋନ ମାଧ୍ୟମରେ ବଜ୍ରପାତ ନେଇ ମିଳିବ ଆଗୁଆ ସୂଚନା। ୪୫ ମିନିଟ ପୂର୍ବରୁ ମିଳିବ ସୂଚନା। ଏଥିପାଇଁ ରାଜ୍ୟ ସରକାର ଏବଂ ଆମେରିକାର ଆର୍ଥ ନେଟଓ୍ୱାର୍କ କମ୍ପାନୀ ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଟାଓ୍ୱାର ପ୍ରତିଷ୍ଠା ହେବ। ମୋବାଇଲ୍ ଅପ୍ ମଧ୍ୟ ଡେଭଲପ୍ କରିବ ସଂପୃକ୍ତ ସଂସ୍ଥା।

   Related Posts