Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ବାବୁ ଛାନିଆ ! : Khabardar (25.07.2018)

25/07/2018 at 10:49 PM

ଗ୍ୟାଙ୍ଗଷ୍ଟର୍ ଟିଟୋର ବ୍ୟାବସାୟିକ ସାମ୍ରାଜ୍ୟର ଖୋଳତାଡ଼ । କେନ୍ଦ୍ରାପଡ଼ା ଆଞ୍ଚଳିକ ପରିବହନ ଅଫିସ୍, ଡେରାବିଶ ଓ ଗରଦପୁର ତହସିଲ୍, କେନ୍ଦ୍ରାପଡ଼ା ମୁନିସିପାଲିଟି, ଯୋଗାଣ ବିଭାଗ ଏବଂ ଚଣ୍ଡିଖୋଲ ଆରଟିଓରେ ଚଢ଼ାଉ କରିଛି ଭିଜିଲାନ୍ସ । ସେପଟେ ଟିଟୋ ଲିଙ୍କରେ ଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଏକ ରକମ ଛନକା ପଶିଯାଇଛି ।

   Related Posts