Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ବାଲେଶ୍ୱର ସହରରେ ମାତିଛନ୍ତି ATM ଲୁଟେରା

13/06/2018 at 10:12 PM

ଗୋଟାଏ ମାସ ମଧ୍ୟରେ ବାଲେଶ୍ୱର ସହରରେ ଦୁଇ ଦୁଇଥର ଏଟିଏମ୍ ଲୁଟ ମାମଲା। ହଲେ ଧରାପଡ଼ୁନାହାନ୍ତି ଦୂର୍ବୁତ। ପୁଲିସ ଏହାର କୌଣସି ଟେର ପାଉନାହଁ। କେଉଁମାନେ ଏଥିରେ ସଂପୃକ୍ତ ଅଛନ୍ତି ସେମାନଙ୍କୁ ଧରି କଠୋର ଦଣ୍ଡ ଦେବାକୁ ସାଧାରଣରେ ଦାବି ହୋଇଛି।

   Related Posts