Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

ବିଧାୟକଙ୍କ ଟ୍ରେନିଂ : ଓଡିଶା ବିଧାନସଭାର ସମସ୍ତ ବିଧାୟକ ନେବେ ଟ୍ରେନିଂ

11/09/2019 at 2:31 PM

ଭୁବନେଶ୍ବର ୧୧।୯: ରାଜ୍ୟର ସମସ୍ତ ବିଧାୟକ ନେବେ ଟ୍ରେନିଂ । ଆସନ୍ତା ୧୩ ଓ ୧୪ ତାରିଖରେ ବିଧାନସଭାରେ ବିଧାୟକମାନଙ୍କୁ ଟ୍ରେନିଂ ଦିଆଯିବ । ପାର୍ଲିଆମେଣ୍ଟରୁ କେନ୍ଦ୍ରୀୟ ୬ ଜଣିଆ ଅଧିକାରୀ ଓଡିଶା ଆସିବେ । ସଂପୃକ୍ତ ଅଧିକାରୀମାନେ ବିଧାୟକମାନଙ୍କୁ ଟ୍ରେନିଂ ଦେବେ ।

ବିଧାନସଭାରେ ନିଜ ମତ କିଭଳି ରଖିବେ, ଆଚରଣ ଉଚ୍ଚାରଣ, ପାର୍ଲିଆମେଣ୍ଟାରୀ ଆଫେୟାର୍ସ, ଭାରତର ସମ୍ବିଧାନ, ବିଧାସଭାର ନିୟମାବଳୀ, ବିଧାୟକଙ୍କ କର୍ତ୍ତବ୍ୟ ଉପରେ ଏହି ଦୁଇ ଦିନିଆ କର୍ମଶାଳାରେ ଟ୍ରେନିଂ ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଟ୍ରେନିଂ କାର୍ଯ୍ୟକ୍ରମର ଉଦଘାଟନ କରିବେ । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

   Related Posts