Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ବିଶ୍ୱ କଇଁଚ ଦିବସରେ କଇଁଚ ସୁରକ୍ଷା ଚିନ୍ତା

23/05/2018 at 8:51 PM

ବିଶ୍ୱ କଇଁଚ ଦିବସରେ କଇଁଚ ସୁରକ୍ଷା ଚିନ୍ତା । ବ୍ରହ୍ମପୁର ବନ ବିଭାଗ ପକ୍ଷରୁ ଡିଏଫଓ ଙ୍କ କାର୍ଯ୍ୟାଳୟ ପରିସରରେ ଏକ ସଭାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ବନବିଭାଗର କର୍ମକର୍ତ୍ତା ଏବଂ
ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯୋଗ ଦେଇଥିଲେ । ଏଥିରେ ବିରଳ ରିଡ୍‌ଲେ କଇଁଚର ସୁରକ୍ଷା କିପରି କରାଯିବ ଆଲୋଚନା ହୋଇଥିଲା ।

Leave a Reply

   Related Posts