Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ବିଷ ପିଇ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

19/07/2018 at 11:38 AM

ମୟୁରଭଞ୍ଜ ବସିଙ୍ଗା ଅନ୍ତରଗତ ବାଘବସା ଗାଁରେ ଘଟିଛି ଏଇ ଅଭାବନୀୟ ଘଟଣା । ମୃତ ଦମ୍ପତ୍ତି ୬୫ ବର୍ଷ ସାମାୟା ମୁର୍ମୁ ଏବଂ ତାଙ୍କ ପତ୍ନୀ ୬୦ବର୍ଷୀୟା ସୁନୀ ମୁର୍ମୁ ଗତ ତିନି ଦିନ ତଳେ ମୃତ ଦମ୍ପତ୍ତି କିଟ ନାଷକ ପିଇ ଦେଇ ଥିଲେ। ଗତ କାଲି ଘରୁ ଦୃଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଦମ୍ପତ୍ତିଙ୍କ ସହ ବିଷ ବୋତଲ ଜବତ କରିଥିଲେ।

   Related Posts