ବିଷ ପିଇ ସ୍ୱାମୀ, ସ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
21/05/2018 at 7:09 AM

କଳାହାଣ୍ଡି ଜିଲ୍ଲା ବିଶ୍ବନାଥପୁର ଥାନା ଅନ୍ତର୍ଗତ ଉବୁରି ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ, ସ୍ତ୍ରୀ ବିଷ ପିଇ ଦେଇଥିଲେ । ଘଟଣାସ୍ଥଳରେ ସ୍ବାମୀ ସାନ୍ଦୁ ମାଝୀଙ୍କର ମୃତ୍ୟୁ ହୋଇଛି । ସ୍ତ୍ରୀ ଦୁତି ମାଝୀଙ୍କୁ ଗୁରୁତର ଅବସ୍ଥାରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
Related Posts
ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ୍ ଛୁଟି
4 March 2021