Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ବୈତରଣୀ ସେତୁର ସ୍ଥିତି ଗମ୍ଭୀର

16/07/2018 at 11:57 PM

ବୈତରଣୀ ସେତୁ ସ୍ଥିତି ଗମ୍ଭୀର। ସେତୁରେ ଦବି ଯାଇଛି ସ୍ପାନ୍। ଫଳରେ ସେତୁଟି ୧ଫୁଟ ତଳକୁ ଦବିଯାଇଛି। ସେତୁ ପରିଦର୍ଶନ କଲେ ଏକ୍ସପର୍ଟ ଟିମ ଏବଂ ବରିଷ୍ଠ ଯନ୍ତ୍ରୀ। ଖୁବ ଶିଘ୍ର ମରାମତି ହେବ ବୋଲି ପ୍ରତିଶୃତି ଦେଲେ। ଏହା ଉପରେ ଭାରିଯାନ ଚଳାଚଳ ବନ୍ଦ କରିବା ପାଇଁ ପରାମର୍ଶ ଦିଆଯାଇଛି।

   Related Posts