Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳ ପାଲଟିଛି ରାଜଧାନୀ ଭୁବନେଶ୍ୱର

29/07/2018 at 12:52 AM

ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳ ପାଲଟିଛି ରାଜଧାନୀ । ଗଳି କନ୍ଦିରେ ମିଳୁଛି ଧଳା ଜହର । ବସ୍ତିରେ ଜମୁଛି ବେପାର । ମହିଳା ଓ ପିଲାଙ୍କ ମାଧ୍ୟମରେ ବିକ୍ରି ହେଉଛି । ତେବେ କେଉଁଠୁ ଓ କେଉଁ ରୁଟ୍ ରେ ରାଜଧାନୀକୁ ଆସୁଛି ବ୍ରାଉନସୁଗାର ? ପୂର୍ବତନ ପୋଲିସ ଡିଜିଙ୍କ ସୂଚନା ଅନୁସାରେ ଦୁଇଟି ରୁଟ୍ ଦେଇ ରାଜ୍ୟକୁ ଅସୁଛି ବ୍ରାଉନସୁଗାର । ଗୋଲଡେନ କ୍ରେସେଣ୍ଟ ଓ ଗୋଲଡେନ ଟ୍ରାଇଏଙ୍ଗଲ ରୁଟ୍ ।

   Related Posts