Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଭିଜିଲାନ୍ସ ଜାଲରେ ପେସ୍କ ସେକ୍ରେଟାରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

16/07/2021 at 8:16 AM

ବଲାଙ୍ଗିର ୧୬/୦୭: ଭିଜିଲାନ୍ସ ଜାଲରେ ପେସ୍କ ସେକ୍ରେଟାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ଚଢାଉ । ପେସ୍କ ସେକ୍ରେଟାରୀ ମସୁଦ ମହମ୍ମଦଙ୍କ ଘରେ ଚଢ଼ାଉ । ସୋନପୁର ଜିଲ୍ଲା ଚାରଭଟା ଓ ଦୁବୁଲା ଦୁଇଟି ପେସ୍କରେ ସେକ୍ରେଟାରୀ ଅଛନ୍ତି ମସୁଦ । ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସର ଚଢ଼ାଉ । ସୋନପୁରସ୍ଥିତ କାର୍ଯ୍ୟାଳୟ ଓ ବଲାଙ୍ଗିର ସାଲେପାଲିସ୍ଥିତ ଘରେ ରେଡ୍ ହୋଇଛି । ରେଡ ପରେ ଜଣାପଡିବ ଜବତ ସମ୍ପତ୍ତିରେ ଆକଳନ ।

   Related Posts