Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ

22/05/2018 at 5:06 AM

ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ । ବୀରମିତ୍ରପୁର ଜଲଙ୍ଗଜିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ରାମଲାଲ ତନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବୀରମିତ୍ରପୁର ସ୍ଥିତ ବାସଭବନ ସହ ତାଙ୍କ ମାର୍କେଟ କମ୍ପେକ୍ସରେ ରେଡ୍ କରୁଛି ସମ୍ବଲପୁର ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି ।

Leave a Reply

   Related Posts