Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଭୁବନେଶ୍ବରରୁ ଦିନକରେ ୩୨୩ ଆକ୍ରାନ୍ତ ଚିହ୍ନଟ, ୩୮୭ ସୁସ୍ଥ

27/06/2021 at 7:22 PM

ଭୁବନେଶ୍ବର୨୭/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୨୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୮୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୪୩ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୮, ୧୮୫ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୭, ୩୧୪ ଜଣ ସୁସ୍ଥ ହୋଇସାରିଛନ୍ତି । ୪୩୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪୧୫ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୮୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts