Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଏବଂ ନିଆଳୀରେ କାଳବୈଶାଖୀର ତାଣ୍ଡବ

16/06/2018 at 11:30 PM

କାଳବୈଶାଖୀ ସହ ପ୍ରବଳ ଝଡ଼ ତୋଫାନ ହୋଇଛି। ଏଥିରେ ଶତାଧିକ ଗଛ ଉପୁଡ଼ି ଯାଇଥିବା ବେଳେ ବିଦ୍ୟୁତ ତାର ଛିଣ୍ଡି ଯାଇଛି। ସେପଟେ ନିଆଳୀରେ ମଧ୍ୟ କାଲବୈଶାଖୀର କରାଳ ରବପ ଦେଖିବାକୁ ମିଳିଛି। ଶତାଧିକ ଚାଳ ଛପର ଉଡ଼ିଯାଇଥିବା ବେଳେ ଗଛ ମଧ୍ୟ ଭାଙ୍ଗି ଯାଇଛି। ଅଧ ଘଣ୍ଟା ଧରି ପ୍ରବଳ ପବନ ସହ ବର୍ଷା ହୋଇଥିବା ଜଣାପଡ଼ିଛି।

   Related Posts