Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

ଭୁବନେଶ୍ୱର ଗାନ୍ଧୀମାର୍ଗରେ ଧାରଣାରେ ବସିଲେ ଅଲ୍ ଓଡ଼ିଶା ଠିକାଦାର ସଂଘ

11/07/2018 at 11:28 PM

ଭୁବନେଶ୍ୱର ଗାନ୍ଧୀମାର୍ଗରେ ଧାରଣାରେ ବସିଲେ ଅଲ୍ ଓଡ଼ିଶା ଠିକାଦାର ସଂଘ। ୨୦୧୪ ସିଡୁଲ ଆଧାରରେ ସେମାନଙ୍କୁ ଟଙ୍କା ଦିଆଯାଉଛି। ସେମାନଙ୍କୁ ୨୦୧୮ ସିଡୁଲ ଆଧାରରେ ଟଙ୍କା ଦେବାକୁ ଦାବି କରିଛି ସଂଘ। ସରକାରଙ୍କ ପକ୍ଷରୁ କୌଣସି ବଡ଼କାମ କରାଯାଉଥିଲେ ବାହାର ରାଜ୍ୟର ଠିକାଦାରଙ୍କୁ କାମ ଦିଆଯାଉଛି ଅଭିଯୋଗ କରିଛି ସଂଘ।

   Related Posts