Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ମଦ ବିରୋଧୀ ଆନ୍ଦୋଳନର ପୁରୋଧା ସମାଜସେବୀ ହେମନ୍ତ ନାୟକଙ୍କ ପରଲୋକ

25/07/2018 at 10:16 PM

ମଦ ବିରୋଧୀ ଆନ୍ଦୋଳନର ପୁରୋଧା ସମାଜସେବୀ ହେମନ୍ତ ନାୟକଙ୍କ ପରଲୋକ। କନ୍ଧମାଳ ଓ ଫୁଲବାଣୀରେ ମଦ ବିରୋଧୀ ଆନ୍ଦୋଳନର ପୁରୋଧା ଥିଲେ ହେମନ୍ତ ନାୟକ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହୃଦଘାତରେ ମୃତ୍ୟ ହୋଇଛି। କନ୍ଧମାଳ ଦାରିଙ୍ଗିବାଡ଼ିରେ ଜନ୍ମ ହୋଇଥିଲେ । ମଦ ବିରୋଧୀ ଆନ୍ଦୋଳନ ସହ ଜଣେ ସୂଚନା ଅଧିକାର କର୍ମୀ ଥିଲେ। ରାଜ୍ୟ ଓ ଦେଶ ବାହାରେ ବିଭିନ୍ନ ଆନ୍ଦୋଳନରେ ନିଜକୁ ସାମିଲ କରାଇଥିଲେ। ଭୁବନେଶ୍ୱରକୁ ଆର.ଟି.ଆଇ କାମରେ ଆସିଥିଲେ। ଭୁବନେଶ୍ୱର ବୁଦ୍ଧ ମନ୍ଦିର ନିକଟରେ ଏକ ବୈଠକରେ ସେ ସାମିଲ ହୋଇଥିଲେ। ହଠାତ୍ ତାଙ୍କ ମୁଣ୍ଡ ବୁଲାଇଥିଲା ଏବଂ ବାନ୍ତି ହୋଇଥିଲା। ସଙ୍ଗେ ସଙ୍ଗେ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥାଲା ଏବଂ ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା।

   Related Posts