Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ମନମୋହନ ସିଂଙ୍କ ଜେଡ୍‌ ପ୍ଲସ ସୁରକ୍ଷା ଚାଲୁ ରହିବ- ଗୃହ ମନ୍ତ୍ରାଳୟ

26/08/2019 at 10:41 PM

ନୂଆଦିଲ୍ଲୀ .- ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ଜେଡ୍‌ ପ୍ଲସ ସୁରକ୍ଷା ହଟାଇ ଦିଆଯିବ ବୋଲି ଅନେକ ଆଲୋଚନା ହେଉଥିଲା । ମାତ୍ର କେନ୍ଦ୍ର ଗୃହମନ୍ତ୍ରାଳୟ ଏହି ଆଲୋଚନା ଉପରେ ପୂର୍ଣ୍ଣଛେଦ ଟାଣିଛି। ମନମୋହନ ସିଂଙ୍କର ଜେଡ୍‌ ପ୍ଲସ ସୁରକ୍ଷା ଚାଲୁ ରହିବ ବୋଲି ଗୃହ ମନ୍ତ୍ରାଳୟ ସୂଚନା ଦେଇଛି।
ସ୍ପେଶାଲ ଅପରେସନ୍‌ ଗ୍ରୁପ ଦ୍ୱାରା ଦିଆଯାଉଥିବା ସୁରକ୍ଷାକୁ ପ୍ରତ୍ୟାହର କରାଯିବା ନେଇ ଅନେକ ଗଣମାଧ୍ୟମରେ ଆଲୋଚନା ହେଉଥିଲା ।
ଗୃହମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ବିବୃତି ଅନୁସାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା ଯୋଗାଇ ଦିଆଯିବ ।
୨୦୦୪ରୁ ୨୦୧୪ ମସିହା ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂ ଗତ ସପ୍ତାହରେ ରାଜସ୍ଥାନ ନିର୍ବିରୋଧ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି ।ତାଙ୍କ ବିରୋଧରେ ବିଜେପି ପକ୍ଷରୁ କୌଣସି ପ୍ରାର୍ଥୀ ଦିଆଯାଇ ନଥିଲା ।

ଜାତୀୟ ଖବର ପ୍ରସାରଣକାରୀ ସଂସ୍ଥା ଏଏନ୍‌ଆଇରେ ଓ୍ୱେବସାଇଟ୍‌ରେ ଏନେଇ ଖବର ପ୍ରକାଶିତ ହୋଇଛି ।

   Related Posts