Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||
  • ଥରିଲା ପାକିସ୍ତାନ, ୪.୫ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ
  • ||
  • ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ମୁକ୍ତିକାନ୍ତଙ୍କୁ ନେଇ ରାଜନୀତି, ଦିଲ୍ଲୀରେ ଡେରା ପକାଇଛନ୍ତି ମୁକ୍ତିକାନ୍ତ

29/06/2018 at 9:38 PM

ରାଉରକେଲାର ଯୁବକ ମୁକ୍ତିକାନ୍ତ ବିଶ୍ୱାଳ ପ୍ରଧାନମନ୍ତ୍ରୀ ଭୁଲିଯାଇଥିବା କଥା ମନେ ପକାଇ ଦେବାପାଇଁ ରାଉରକେଲାରୁ ଦିଲ୍ଲୀ ୧୬୦୦ କିଲୋମିଟର ଚାଲି ଚାଲି ଗଲା ପରେ ମୁକ୍ତିକାନ୍ତଙ୍କୁ ନେଇ ଆରମ୍ଭ ହୋଇଯାଇଛି ରାଜନିତୀ । ମୁକ୍ତିକାନ୍ତ ଦିଲ୍ଲୀରେ ପହଞ୍ଚି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କୁ ଭେଟିଥିଲେ କିନ୍ତୁ ଜୁଏଲ କୁଆଡ଼େ ମୁକ୍ତିକାନ୍ତଙ୍କୁ ବ୍ୟବହାର ଠିକ୍ କରିନଥିଲେ। ଏହା ପରେ ରାଉରକେଲା ସହରରେ କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କ କୁଷ ପୁତଳିକା ଦାହ କରାଯିବା ପରେ ବିଜେପି କହିଛି ଜୁଏଲ କିଛି ଖରାପ କହିନାହାନ୍ତି ।

   Related Posts