Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||

ମୋଦିଙ୍କ ଗସ୍ତକୁ ବିରୋଧ କରି ସୁକମାରେ ବିସ୍ପୋରଣ

15/04/2018 at 1:24 AM

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ବିରୋଧ । ମୋଦିଙ୍କ ଗସ୍ତକୁ ବିରୋଧ କରି ଝାଡ଼ଖଣ୍ଡ ସୁକମା ଜିଲ୍ଲାରେ ବିସ୍ଫୋରଣ ଘଟାଇଛନ୍ତି ମାଓବାଦୀ । ୬ ମାସ ତଳେ ସିଆରପିଏଫ୍ ଛାଡ଼ି ଦେଇଥିବା କ୍ୟାମ୍ପକୁ ଆଇଟି ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି ମାଓବାଦୀ । କିସ୍ତାରାମ ଅଞ୍ଚଳରେ ରାସ୍ତା ନିର୍ମାଣ କାମକୁ ବିରୋଧ କରି ପୋଡ଼ାଜଳା କରିଛନ୍ତି ଦେଢ଼ଶହରୁ ସଶସ୍ତ୍ର ମାଓବାଦୀ ।

Leave a Reply

   Related Posts