ମୟୁରଭଞ୍ଜର ଖୁଣ୍ଟା ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଆକ୍ରମଣ
9/07/2018 at 10:59 PM

ମୟୁରଭଞ୍ଜର ଖୁଣ୍ଟା ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଆକ୍ରମଣ । ଗୁରୁତର ମହାଳାଙ୍କୁ ଖୁଣ୍ଟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ଯୁବକ କାଳିଆ ସିଂ ଫେରାର୍ ଅଛି।
Related Posts
ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
20 January 2021
ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
20 January 2021