Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ଯାଜପୁରର ବ୍ୟାସନଗର ସହର ପୁଣି ବର୍ଷା ଜଳରେ ଉବୁଟୁବୁ

8/08/2018 at 8:46 PM

ପୁଣି ଲଗାଣ ବର୍ଷା ଆସିବା ଫଳରେ ଚାଷଜମି ଠୁଁ ଆରମ୍ଭ କରି ରାସ୍ତାଘାଟ ନାଳନର୍ଦ୍ଦମା ଓ ଘରଦ୍ବାର ସବୁଠି ଠୁଳ ହୋଇଛି ପାଣି । ଯାହା କି କୃତ୍ରିମ ବନ୍ୟାର ଭ୍ରମ ସୃଷ୍ଟି କରୁଛି । ପ୍ରବଳ ବର୍ଷା ଯୋଗୁଁ ଯାଜପୁରର ବ୍ୟାସନଗର ସହରରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସହରରେ ଡ୍ରେନେଜ୍ ପାଇଁ କୌଣସି ସ୍ବତନ୍ତ୍ର ବ୍ୟବସ୍ଥା ନଥିବା ବେଳେ ମନଇଚ୍ଛା ପ୍ଲାନରେ ଗଢି ଚାଲୁଛି ମାଳମାଳ କୋଠା । ବର୍ଷାଦିନେ ରାସ୍ତାରେ ଆଣ୍ଠୁଏ ଲେଖାଁଏ ପାଣି ଜମିରହିବା ଫଳରେ ଯାତାୟାତରେ ନାନା ଅସୁବିଧା ଭୋଗୁଛନ୍ତି ସହରବାସୀ । ପୌରପାଳିକାର ଅଧିକାଂଶ ୱାର୍ଡରେ ପ୍ରାୟ ଏଭଳି ଅବସ୍ଥା ସୃଷ୍ଟି ହୋଇଛି । ଏଥିପାଇଁ ପୌରକର୍ତ୍ତୁପକ୍ଷଙ୍କ ସହିତ ପ୍ଲାନିଂ ଅଥୋରିଟି ଭାବେ ପରିଚିତ କେଏନଡିଏ କର୍ତ୍ତୁପକ୍ଷକୁ ଦାୟୀ କରିଛନ୍ତି ସହରବାସୀ ।

   Related Posts