Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||

ଯାଜପୁର ଫାଜଲପୁରରେ ଜଣେ ୧୭ବର୍ଷ ନାବାଳିକାର ହତ୍ୟାକାରୀକୁ ଗିରଫ କରିଛି କୋରାଇ ପୋଲିସ, ଆଭିଯୁକ୍ତ ଜଣେ ନାବାଳକ

23/06/2018 at 10:25 PM

କୋରାଇ ଥାନା ଅନ୍ତର୍ଗତ ସାଦକପୁର ପଞ୍ଚାୟତର ଫାଜଲପୁର ଗାଁ ପୋଖରୀରୁ ୧୭ବର୍ଷ ନାବାଳିକାର ହତ୍ୟାକାରୀକୁ ଗିରଫ କରିଛି କୋରାଇ ପୋଲିସ। ନାବାଳିକାଟି ର ଆଗରୁ କାହା ସହିତ ଶତ୍ରୁତା ନଥିଲାବେଳେ ତାହାର ମୃତ ଦେହ ଦେଖି ପରିବାର ଲୋକ ଭାଙ୍ଗି ପଡିଥିଲେ । ଏହାର ଖବର ପାଇ କୋରାଇ ଥାନା ତରଫରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରାଯାଇଥିଲା ଓ ଆଜି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରଛି।

   Related Posts