Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ରାଜଧାନୀରୁ ହାଇ ପ୍ରୋଫାଇଲ୍‌ ଲୁଟେରା ଗିରଫ

26/07/2018 at 5:03 PM

ଏମିତି ଜଣେ ହାଇ ପ୍ରୋଫାଇଲ ଲୁଟେରା ଯିଏ କମିସନରେଟ ପୋଲିସର ନିଦ ହଜାଇ ଦେଇଥିଲା । ଗଲା କିଛି ବର୍ଷ ଧରି ଭୁବନେଶ୍ବର ସହର ଭିତରେ ଚଳାଇଥିଲା ଲୁଟତରାଜ । ଯାହାଠାରୁ ଜବତ ହୋଇଛି ପ୍ରାୟ ୮୦ ଲକ୍ଷ ଟଙ୍କାର ସାମଗ୍ରୀ । ଯେଉଁଥିରେ ରହିଛି ସୁନା, ରୁପା ଅଳଙ୍କାର ସହ ଗଦା ଗଦା ଘରକରଣା ସାମଗ୍ରୀ । ଏସବୁ ଚୋରି ସାମଗ୍ରୀ ଦେଖି ପୋଲିସର ବି ହୋସ ଉଡି ଯାଇଛି । ଆଉ ଘଟଣା ମନେ ପକାଇ ଦେଉଛି ଫିଲ୍ମ “ଲକି ୱେ ଓ ୱେ ଲକିର” ଲକି କ୍ୟାରେଟରକୁ

   Related Posts