Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||

ରାଜଧାନୀର ଏକ ଘରୋଇ ହସ୍ପିଟାଲରୁ ମାଓବାଦୀ ଗିରଫ

31/05/2018 at 8:24 PM

ରାଜଧାନୀର ଏକ ଘରୋଇ ହସ୍ପିଟାଲରୁ ମାଓବାଦୀ ଗିରଫ। ଓଡ଼ିଶା-ପଶ୍ଚିମବଙ୍ଗ ପୋଲିସର ମିଳିତ ଚଢାଉରେ ଗିରଫ। ଗିରଫ ମାଓବାଦୀ ଅଲ୍ଲିକ ଚକ୍ରବର୍ତ୍ତୀ। ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ମାଓବାଦୀ।

Leave a Reply

   Related Posts