Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରୋଗୀଙ୍କ ମୁଣ୍ଡରେ କ୍ରିକେଟ ବଲ୍ ଭଳି ବ୍ଲାକ୍ ଫଙ୍ଗସ୍, ଆଇଜିଆଇଏମଏସରେ ଅପରେସନ କରି ବାହାର କଲେ ଡାକ୍ତର
  • ||
  • ୧୬ରୁ ଖୋଲିବ ସମସ୍ତ କେନ୍ଦ୍ରୀୟ କୀର୍ତ୍ତିରାଜି, କୋଭିଡ଼ କଟକଣା ମାନିବାକୁ ASI ପକ୍ଷରୁ ନିର୍ଦ୍ଦେଶନାମା
  • ||
  • ମୁହାଁମୁହିଁ ହେଲେ ୨ କାର୍, ସାମ୍ବାଦିକଙ୍କ ସମେତ ୩ ଗୁରୁତର
  • ||
  • ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ପୂର୍ବରୁ ଜାଡେଜାଙ୍କ ଦମଦାର୍ ବ୍ୟାଟିଂ : ବଢିଲା ନ୍ୟୁଜିଲାଣ୍ଡର ଚିନ୍ତା, ବିସିସିଆଇ ପୋଷ୍ଟ୍ କଲା ଭିଡିଓ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୪୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୩୪୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ମୋହନା ବାପା-ପୁଅ ହତ୍ୟା ଘଟଣା : ୧୨ ଅଟକ, ଗୁଣି ଗାରେଡି ସନ୍ଦେହରୁ ଡବଲ୍ ମର୍ଡର୍ !
  • ||
  • ଇସ୍ରାଏଲ୍‌ରେ ସରିଲା ନେତ୍‌ନ୍ୟାହୁଙ୍କ ଶାସନ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ସାରା ରାଜ୍ୟକୁ ଛୁଇଁଲା ମୌସୁମୀ : ୧୬ ଯାଏଁ ପାଗ ମେଘୁଆ, ହେବ ବିକ୍ଷିପ୍ତ ବର୍ଷା
  • ||

ରାଜ୍ୟର ପ୍ରତି ରେଳ ଷ୍ଟେସନରେ ଲାଗିବ ସିସିଟିଭି

20/06/2018 at 10:52 PM

ରେଳ ସୁରକ୍ଷା ନେଇ ବସିଥିବା ବୈଠକ ଶେଷ। ବୈଠକ ପରେ ପୋଲିସ ଡିଜି ଆର୍.ପି ଶର୍ମାଙ୍କ ସୂଚନା। ରାଜ୍ୟର ପ୍ରତି ରେଳ ଷ୍ଟେସନରେ ଲାଗିବ ସିସିଟିଭି। ପ୍ରମୁଖ ଷ୍ଟେସନ ଗୁଡିକରେ ପ୍ରବେଶ ଓ ପ୍ରସ୍ଥାନ ପଥରେ ଲାଗିବ ଲଗେଜ୍ ସ୍କାନର ମେସିନ୍। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮ଟି ସ୍ଥାନରେ ରେଲୱେ ଷ୍ଟେସନରେ ଲାଗିଛି ଲଗେଜ୍ ସ୍କାନର ମେସିନ୍। ୮ଟି ରେଲୱେ ଷ୍ଟେସନ – ଭୁବନେଶ୍ବର, କଟକ, ଭଦ୍ରକ, ପୁରୀ, ବ୍ରହ୍ମପୁର, ଖୋର୍ଦ୍ଧା, କୋରାପୁଟ ଓ ଯାଜପୁର।

   Related Posts