Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||
  • ସୋର : ଓଭରଲୋଡିଂ ପାଇଁ ଗଣିଲେ ତଣ୍ଡ, ୩ଲକ୍ଷ ଜରିମନା ଦେଲେ ୬ ଡମ୍ଫର
  • ||

ରାଜ୍ୟ କଂଗ୍ରେସର ହେବ ନବକଳେବର

15/04/2018 at 1:29 AM

ଖୁବ୍ ଶୀଘ୍ର ରାଜ୍ୟ କଂଗ୍ରେସର ହେବ ନବକଳେବର । ରାଜ୍ୟ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହଙ୍କୁ ନିୟମିତ କିଛି କଂଗ୍ରେସ ନେତାଙ୍କୁ ସାକ୍ଷାତ ଜାରି ରଖିଛନ୍ତି । ଓଡ଼ିଶାରେ ସଂଗଠନକୁ ମଜବୁତ୍ କରିବା ପାଇଁ ଖୁବଶୀଘ୍ର ରୋଡ୍ମ୍ୟାପ୍ ପ୍ରସ୍ତୁତ କରାଯାଇଛି ଆଉ ତାକୁ ଖୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ବୁଥସ୍ତରରୁ ଉପର ପର୍ଯ୍ୟନ୍ତ ଦଳରେ ପରିବର୍ତନ ନେଇ ଗଲା ବର୍ଷେ ହେବ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ପିସିସି ସଭାପତି ପ୍ରସାଦ ହରିଚନ୍ଦନ । ତା’ହେଲେ ପ୍ରଶ୍ନ ଉଠୁଛି ଯଦି ବର୍ଷେ ହେଲାଣି ପ୍ରକ୍ରିୟା ଚାଲିଛି ତାହେଲେ ବିଜେପୁରରେ କଂଗ୍ରେସ ଅମାନତ ହରାଇଲା କାହିଁକି ? ଦଳୀୟ ସଂଗଠନକୁ ନେଇ ଏବେ ପ୍ରସାଦଙ୍କ ଏଭଳି ଦମ୍ଭୋକ୍ତି କ’ଣ ଦର୍ଶାଉଛି ? ଉତ୍ତର ଖୋଜିବାକୁ ଚେଷ୍ଟା କରିବା ଏଇ ରିପୋର୍ଟରେ ।

Leave a Reply

   Related Posts