Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାୟଗଡ଼ାରେ ଆଉ ଜଣେ ଡେଙ୍ଗୁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି, ଡେଙ୍ଗୁରେ ମୃତ୍ୟୁ ସଂଖ୍ୟ ୨କୁ ଛୁଇଛି

30/06/2018 at 9:07 PM

ସର୍ବଦା ବିଭିନ୍ନ ରୋଗକୁ ନେଇ ଚର୍ଚ୍ଚିତ ରାୟଗଡା ଜିଲ୍ଲାରେ ବର୍ତ୍ତମାନ ଦେଖାଦେଇଛି ଡେଙ୍ଗୁ। ଆଜି ଜଣେ ଡେଙ୍ଗୁରେ ମୃତ୍ୟୁବରଣ କରିଥିବାବଳେ ବର୍ତ୍ତମାନ ମୃତ୍ୟୁ 2କୁ ଛୁଇଁଛି। ଏଣେ କେବଳ ସୁଲୁଭା ଗ୍ରାମର ଡେଙ୍ଗୁରେ ପ୍ରାୟ ୨୦ ଜଣ ଆକ୍ରାନ୍ତ ହୋଇଛନ୍ତି। ହଲେ ଆକ୍ରାନ୍ତଙ୍କୁ ଉଚିତ ସ୍ୱାସ୍ଥ୍ୟସେବା ପ୍ରଦାନ କରାଯାଉନାହିଁ। ଫଳରେ ପଡୋଶୀ ଆନ୍ଧ୍ରପ୍ରଦେଶର ବିଭିନ୍ନ ଚିକିତ୍ସାଳୟକୁ ରୋଗୀଙ୍କ ଧାଡି ଲମ୍ବିଛି। ଆଉ ଲୋକଙ୍କ ଚିନ୍ତା ମଧ୍ୟ ବଢିଛି।

   Related Posts