Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରିମାଣ୍ଡରେ ଯିବେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ମାଧବ ଓ ରଜାକ

5/10/2018 at 10:17 AM

ବଲାଙ୍ଗୀର ୫/୧୦ : ଆଜିଠାରୁ ରିମାଣ୍ଡରେ ଯିବେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ମାଧବ ଓ ରଜାକ | ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଏସଟିଏଫକୁ ଅନୁମତି ଦେଇଛନ୍ତି ବଲାଙ୍ଗୀର ଏସଡିଜେଏମ କୋର୍ଟ | ସେପ୍ଟେମ୍ବର ୨୭ ତାରିଖରେ ଏକ ବଡ ଧରଣର ଡକାୟତି ଉଦ୍ୟମ କରୁଥିବା ବେଳେ ମାଧବ ଓ ତାର ୩ ସହଯୋଗୀକୁ ଗିରଫ କରିଥିଲା ଏସଟିଏଫ | ତାଙ୍କ ନିକଟରୁ ମାଉଜର, ଗୁଳି ଓ ବିଭିନ୍ନ ମାରଣାସ୍ତ୍ର ଜବତ କରିଥିଲା ଏସଟିଏଫ | କଟକ ଜିଲ୍ଲାର ନିଆଳିର ମାଧବ ନାଁରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏକାଧିକ ମାମଲା ରହିଛି | ରାଜ୍ୟରେ ଥିବା ଅନ୍ୟ ଗ୍ୟାଙ୍ଗଗୁଡିକ ସହିତ ମାଧବର ସମ୍ପର୍କ ରହିଛି |

   Related Posts