Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଲଗାଣ ବର୍ଷାରେ କଟକରେ ଜନଜୀବନ ଅସ୍ତବ୍ୟସ୍ତ

17/07/2018 at 12:32 AM

ଲଗାଣ ବର୍ଷା କାରଣରୁ କଟକରେ ଜୀବନଯାତ୍ରା ଅନେକାଂଶରେ ପ୍ରଭାବିତ ହୋଇଛି। ହେଲେ ପ୍ରଶାସନ କହୁଛି ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ବର୍ଷାଯୋଗୁଁ ସହରର ତଳି ଅଞ୍ଚଳରେ ଥିବା ସମସ୍ତ ସ୍କୁଲକୁ ଆଜି ଛୁଟି କରିଦିଆଯାଇଛି। ଏବଂ ସହର ଭିତରୁ ବର୍ଷାଜଳ ନିଷ୍କାସନ ପାଇଁ ୨୩୫ ଟି ପମ୍ପସେଟ ମହଜୁଦ୍ କରି ରଖାଯାଇଛି। ତେବେ ପ୍ରଶାସନର ସମସ୍ତ ଚେଷ୍ଟା ସତ୍ବେ କଟକ ସହରର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି।

   Related Posts