Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଲଗାଣ ବର୍ଷାରେ ବେହାଲ୍ କଟକ ସହର

27/06/2018 at 9:57 PM

ଲଗାଣ ବର୍ଷାରେ ବେହାଲ୍ କଟକ ସହର। ସହରର ଖାଲୁଆ ଅଞ୍ଚଳରେ ପାଣି ଜମି ରହିଥିବା କାରଣରୁ କେତକ ସ୍ଥାନରେ ଲୋକେ ଜଳବନ୍ଦୀ ଅବସ୍ଥାରେ ସମୟ ବିତାଉଥିବା ଦେଖାଯାଇଛି। ରକ୍ସି ଲେନ୍, ପଟ୍ଟାପୋଲ, ସୂତାହାଟ, ଫ୍ରେଣ୍ଡସ୍ କଲୋନୀ ପରି ଖାଲୁଆ ଅଞ୍ଚଳରେ ପାଣି ଜମି ରହିଥିବା ଜଣାପଡିଛି। ସ୍କୁଲ, କଲେଜ ପିଲା ଯିବାକୁ ନାକେଦମ୍ ହୋଇଥିବା ବେଳେ ଆଣ୍ଠୁଏ ଆଣ୍ଠୁଏ ପାଣିରେ ଅତି ସତର୍କତାର ସହ ଲୋକେ ଯିବା ଆସିବା କରୁଥିବା ଲକ୍ଷ୍ୟ କରାଯାଇଛି। ତେବେ ଜମି ରହିଥିବା ପାଣିକୁ ନିଷ୍କାସିତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣର ପମ୍ପର ବ୍ୟବସ୍ଥା କରାଯାଇଥିବା ସିଏମ୍ସି କମିଶନର କହିଛନ୍ତି।

   Related Posts