Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଲଗାଣ ବର୍ଷାରେ ବେହାଲ୍ ଖୋର୍ଦ୍ଧା ସହର

16/07/2018 at 10:52 PM

ଅସରାଏ ବର୍ଷ।ରେ ଖୋର୍ଦ୍ଧା ୧ ନଂମ୍ବର ଓ୍ୱାର୍ଡ ବାସୀ ହନ୍ତସନ୍ତ। ବର୍ଷ।ଜଳ ଘର ଭିତରେ ପଶି ଆଣ୍ଠୁଏ ହୋଇଛି । କିନ୍ତୁ ଜଳ ନିସ୍କାସନକୁ ନେଇ ଖୋର୍ଦ୍ଧା ପୌର ପ୍ରଶାସନର ନିଦ ଭାଙ୍ଗିନି। ଏ ସମସ୍ୟା ପ୍ରତି ବର୍ଷ ହୋଇଥିଲେ ସୁଦ୍ଧା ଲୋକଙ୍କ ଅଭିଯୋଗକୁ ସ୍ଥାନୀୟ ପୌର ପ୍ରଶାସନ କର୍ଣ୍ଣପାତର କରୁ ନାହାନ୍ତି । ଫଳରେ ଖୋର୍ଦ୍ଧ। ୧ ନଂମ୍ବର ଓ୍ୱାର୍ଡ ବାସୀ ଜଳବନ୍ଦୀ ଜୀବନଯାପନ କରୁଛନ୍ତି।

   Related Posts