Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା

21/07/2018 at 12:37 AM

ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।ଗଞ୍ଜମ, ଗଜପତି, ରୟଗଡା, କନ୍ଧମାଳରେ ଅଧିକ ବର୍ଷା ହେବ। ଉପକୂଳ ଓ ଉତ୍ତର ଓଡିଶାରେ ମଧ୍ୟ ବର୍ଷା ସମ୍ଭାବନା। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଏହା ପ୍ରଭାବରେ ୩ ଦିନ ଧରି ବର୍ଷା ଲାଗି ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗର ପରାମର୍ଶ।

   Related Posts