ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା
21/07/2018 at 12:37 AM

ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।ଗଞ୍ଜମ, ଗଜପତି, ରୟଗଡା, କନ୍ଧମାଳରେ ଅଧିକ ବର୍ଷା ହେବ। ଉପକୂଳ ଓ ଉତ୍ତର ଓଡିଶାରେ ମଧ୍ୟ ବର୍ଷା ସମ୍ଭାବନା। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଏହା ପ୍ରଭାବରେ ୩ ଦିନ ଧରି ବର୍ଷା ଲାଗି ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗର ପରାମର୍ଶ।
Related Posts
ବିପୁଳ ପରିମାଣର ଗଞ୍ଜେଇ ଜବତ, ୨ ଅଟକ
18 January 2021
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ହାତରେ ଲାଗିଛି ଗଭୀର କ୍ଷତ
18 January 2021