Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଜପତି : ଘାରିଲା କରୋନା ଭୟ, ଆଜିଠୁ ଗଜପତି ଜିଲ୍ଲାର ସବୁ ସୀମା ସିଲ୍
  • ||
  • ନୀଳଗିରି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଚାନ୍ଦବାଲି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଜଳେଶ୍ବର : ଓଭରବ୍ରିଜ୍ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୬ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ଲୋକଲଜ୍ୟା ସହି ନପାରି ଦୁଷ୍କର୍ମ ପୀଡିତାଙ୍କ ଆତ୍ମହତ୍ୟା

1/05/2018 at 11:39 PM

ଲୋକଲଜ୍ୟା ସହି ନପାରି ଦୁଷ୍କର୍ମ ପୀଡିତାଙ୍କ ଆତ୍ମହତ୍ୟା ।ଏଭଳି ଅଭାବନୀୟ ଘଟଣା ଘଟିଛି ନୟାଗଡ ନୂଆଗାଁର ରାଧାନାଥପୁରରେ । ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲେ ବି ପୀଡିତାକୁ କୌଣସି ସର୍ଟ ଷ୍ଟେ ହୋମ୍ରେ ରଖା ନଯିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସେପଟେ ସେହି ନୟାଗଡ ରାଜସୁନାଖଳା ଖଇରପଲ୍ଲୀରେ ଜଣେ ୧୧ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ହୋଇଥିଲେ ବି ପୋଲିସ ଅଭିଯୁକ୍ତକୁ ଏ ଯାଏଁ ଗିରଫ କରିନାହିଁ ।

Leave a Reply

   Related Posts