Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଶ୍ରୀମନ୍ଦିର ସଂପର୍କରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଧେଶକୁ କାର୍ଯ୍ୟକାରୀ କରିବାକୁ ପ୍ରୟାସ

4/08/2018 at 8:30 PM

ଶ୍ରୀମନ୍ଦିର ସଂପର୍କରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଧେଶକୁ କାର୍ଯ୍ୟକାରୀ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରମୁଖ ସେବାୟତ ନିଯୋଗଙ୍କ ସହ ଆଲୋଚନା କରିଛି। ସୁପ୍ରିମକୋର୍ଟଙ୍କ ୧୨ ଟି ଅନ୍ତରୀଣ ନିର୍ଦ୍ଧେଶ ମଧ୍ୟରେ ଯେଉଁ ଗୁଡ଼ିକ ତୁରନ୍ତ କାର୍ଯ୍ୟକାରୀ କରାଯିବ ସେ ନେଇ ଶ୍ରୀମନ୍ଦିର ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କ ସହଯୋଗ ମାଗିଛି। ତେବେ ଶ୍ରୀମନ୍ଦିରରେ ଶୃଙ୍ଖଳା ଆଣିବା ପାଇଁ ସେବାୟତ ନିଯୋଗମାନେ ସାହାଯ୍ୟ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି।

   Related Posts