Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ସହରର ବିଭିନ୍ନ ଥାନା ଅଧିକାରୀଙ୍କ ଉପରେ ବର୍ଷିଛନ୍ତି କଟକ ଡିସିପି

19/06/2018 at 10:15 PM

କଟକ ସହରର ବିଭିନ୍ନ ଥାନାରେ ଦୀର୍ଘ ୧୩ ବର୍ଷ ହେଲା ଠକେଇ ମାମଲାର ନା ହେଉଛି କେସ୍ କ୍ଲୋଜ୍ ନା ହେଉଛି ଫାଇନାଲ ରିପୋର୍ଟ। ଯାହାକୁ ନେଇ ଡିସିପି ସମୀକ୍ଷା ସମୟରେ ବିଭନ୍ନ ଥାନାଧିକାରୀଙ୍କ ଉପରେ ବର୍ଷିବା ସହ ସହରର ବିଭିନ୍ନ ଥାନାରେ ପଡିଥିବା ୩୩୫ଟି ମାମଲାର କେସ୍ କ୍ଲୋଜ୍ କରିବା ପାଇଁ ଦୁଇ ମାସର ମହଲତ ଦେଇଛନ୍ତି। ସେପଟେ ବର୍ତ୍ତମାନ ବଢି ଚାଲିଥିବା ଠକେଇ ହିଁ ବଡ ଅପରାଧ ହିସାବରେ ମୁଣ୍ଡ ଟେକି ଥିବା କହିଛନ୍ତି ଆଇନଜୀବୀ।

   Related Posts