Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||

ସାନ ଭାଇର କାଠଫାଳିଆ ମାଡ଼ରେ ବଡ଼ ଭାଇର ମୃତ୍ୟୁ

19/07/2018 at 11:36 AM

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ପଦ୍ମପୁର ମଳିକ ସାହି ରେ ଆଜି ସକାଳୁ ସକାଳୁ ଏକ ଅଭାନୀୟ ଘଟଣା ଦେଖିବାକୁ ମିଳିଛି। ଗଛ ଲଗାଇ ଥିବା ଜମି ବିବାଦ କୁ ନେଇ ସାନ ଭାଇ ଉଦୟ ମଳିକ ଓ ବଡ଼ ଭାଇ ନାଥ ମଳିକ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।ପରେ ଘଟଣା ଉଗ୍ରରୂପ ନେଇଥିଲା। ସାନ ଭାଇ ଉଦୟ ସହ ତାର ସ୍ତ୍ରୀ ଓ ପୁଅ ସମସ୍ତେ ମିଶି ସଙ୍ଘ ବଧଃ ଭାବେ ବଡ଼ ଭାଇ ନାଥ ମଳିକ କୁ ଆକ୍ରମଣ କରିଥିଲେ।ସାନ ଭାଇ ପଥର ଓ ଠେଙ୍ଗା ଦ୍ୱାରା ଆକ୍ରମଣ କରିବାରୁ ବଡ଼ ଭାଇ ଗୁରୁତର ହୋଇଥିଲେ।ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠି ସ୍ବାସ୍ତ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି।ପାଟପୁର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ଘଟଣା ସ୍ୱଷ୍ଟ ହେବ

   Related Posts