Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ସୁନା ଦୋକାନରେ ଗ୍ରାହକଙ୍କ ଭିଡ

16/04/2018 at 10:16 PM

ସୁନା ଦୋକାନରେ ଗ୍ରାହକଙ୍କ ଭିଡ। ୧୮ ତରାରିଖ ଅକ୍ଷୟ ତୃତୀୟା ପର୍ବ। ଏହି ଦିନ ସୁନା ଓ ଅନ୍ୟ ମୂଲ୍ୟବାନ ଧାତୁ କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି ବୋଲି ବିଶ୍ବାସ ରହିଛି। ଗ୍ରାହକଙ୍କ ଅାକୃଷ୍ଠ କରିବାକୁ ଲାଗି ନୂଆ କଲେକ୍ସନର ଗହଣା ସମ୍ଭାର। ଅକ୍ଷୟ ତୃତୀୟାରେ ଗ୍ରାହକଙ୍କୁ ଅାକୃଷ୍ଠ କରିବାକୁ ଲୋଭନୀୟ ଅଫର୍ ମାନ ଘୋଷଣା କରିଛନ୍ତି ସୁନା ବ୍ୟବସାୟୀ।

Leave a Reply

   Related Posts