Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ଗୁରୁତ୍ୱପୂର୍ଣ୍ଣ ଶୁଣାଣି

6/07/2018 at 2:02 AM

ପୁରୀ ଶ୍ରୀମନ୍ଦିର ସୁପରିଚାଳନା ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନେଇ ସୁପ୍ରିମକୋର୍ଟରେ ଗୁରୁତ୍ବପୂର୍ଣ୍ଣ ଶୁଣାଣି । ବିଚାରପତି ଆଦର୍ଶ କୁମାର ଗୋୟଲ୍ ଏବଂ ଅଶୋକ ଭୂଷଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଥିବା ବେଳେ ପୂର୍ବରୁ ଭକ୍ତଙ୍କ ଦାନ ସଂକ୍ରାନ୍ତ ଦେଇଥିବା ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ କରିବାକୁ ଦୋହରାଇଛନ୍ତି । ଶ୍ରୀମନ୍ଦିର ପରିଚାଳନାରେ ପୁରୀ ଜିଲ୍ଲା ଜଜ୍ ଦେଇଥିବା ସୁପାରିଶକୁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି । ତେବେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ହେଲା ଅନ୍ୟ ଧର୍ମର ଲୋକେ ଯଦି ଶ୍ରୀଜିଉଙ୍କୁ ଦର୍ଶନ କରିବାକୁ ଚାହାନ୍ତି, ତେବେ କି କି ପଦକ୍ଷେପ ନିଆଯିବା ଦରକାର, ସେନେଇ ବ୍ୟବସ୍ଥା କରିବାକୁ ସର୍ବୋଚ୍ଚ କୋର୍ଟ ପ୍ରସ୍ତାବ ଦେଇଛନ୍ତି ।

   Related Posts