ସୁସ୍ଥ ହୋଇଛନ୍ତ ମହାପ୍ରଭୁ ଜଗନ୍ନାଥ
10/07/2018 at 11:16 PM

ସୁସ୍ଥ ହୋଇଛନ୍ତ ମହାପ୍ରଭୁ। ଅନବସରର ଦ୍ୱାଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ ବିଜେ ନୀତି ସହ ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ। ଶ୍ରୀଅଙ୍ଗରେ ଲାଗି ପ୍ରସାଦକୁ ଅର୍ପଣ କରାଯାଇଛି। ଏଥିସହ ଆସନ୍ତା ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ସେବାୟତଙ୍କ ସହ ଆଲୋଚନା କରିଛନ୍ତ ଗଜପତି।
Related Posts
ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
7 March 2021