Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗଲ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ
  • ||
  • ଅହମଦାବାଦ ଟେଷ୍ଟ ଜିତିଲା ଭାରତ
  • ||
  • ଭାରତ ୩-୧ରେ ସିରିଜ୍‌ ବିଜୟୀ
  • ||
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||

ସୁସ୍ଥ ହୋଇଛନ୍ତ ମହାପ୍ରଭୁ ଜଗନ୍ନାଥ

10/07/2018 at 11:16 PM

ସୁସ୍ଥ ହୋଇଛନ୍ତ ମହାପ୍ରଭୁ। ଅନବସରର ଦ୍ୱାଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ ବିଜେ ନୀତି ସହ ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ। ଶ୍ରୀଅଙ୍ଗରେ ଲାଗି ପ୍ରସାଦକୁ ଅର୍ପଣ କରାଯାଇଛି। ଏଥିସହ ଆସନ୍ତା ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ସେବାୟତଙ୍କ ସହ ଆଲୋଚନା କରିଛନ୍ତ ଗଜପତି।

   Related Posts